
ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ୭, ୮ ଓ ୯ ତାରିଖ ଦିନ ରାଜ୍ୟରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି, ନବରଙ୍ଗପୁର, , ବଲାଙ୍ଗୀର, କଳାହାଣ୍ଡି, କୋରାପୁଟ କନ୍ଧମାଳ, ନୟାଗଡ଼, କଟକ, ନୂଆପଡ଼ା, ଖୋର୍ଧା, ବୌଦ୍ଧ ,ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ବର୍ଷା ହୋଇପାରେ।୭ ତାରିଖ ଦିନଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
Leave a Reply